Online Bible

- Reklamy -




2 ରାଜାବଳୀ 2:24 - ପବିତ୍ର ବାଇବଲ

24 ଇଲୀଶାୟ ପଛକୁ ଗ୍ଭହିଁ ବାଳକମାନଙ୍କୁ ଦେଖିଲେ। ସେ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ତା'ପରେ ଦୁଇଟି ଭଲ୍ଲୁକ ଜଙ୍ଗଲରୁ ଆସି ସେମାନଙ୍କୁ ଆକ୍ରମଣ କଲେ ଓ ସେମାନଙ୍କ ମଧ୍ୟରୁ ବୟାଳିଶ୍ ଜଣଙ୍କୁ ଧରି ଚିରି ପକାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ।

Viz kapitola kopírovat

ଓଡିଆ ବାଇବେଲ

24 ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ।

Viz kapitola kopírovat




2 ରାଜାବଳୀ 2:24

Následuj nás:

Reklamy


Reklamy