2 ରାଜାବଳୀ 20:11 - ପବିତ୍ର ବାଇବଲ11 ତା'ପରେ ଯିଶାଇୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, ଏଥିରେ ସଦାପ୍ରଭୁ ଛାୟାକୁ କଲେ ଯେ, ତାହା ଦଶ ପାଉଣ୍ତ ଆଗକୁ ଯାଇ ପଛକୁ ଘୁଞ୍ଚି ଆସିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହୁଁ ଯିଶାଇୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ; ଏଥିରେ ଆହସଙ୍କର ସୂର୍ଯ୍ୟଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ତ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ। Viz kapitolaଓଡିଆ ବାଇବେଲ11 ତହୁଁ ଯିଶାଇୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ। ଏଥିରେ ଆହସ୍ଙ୍କର ସୂର୍ଯ୍ୟଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହୁଁ ଯିଶାଇୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ। ଏଥିରେ ଆହସ୍ଙ୍କର ସୂର୍ଯ୍ୟ ଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ। Viz kapitola |