2 ରାଜାବଳୀ 20:12 - ପବିତ୍ର ବାଇବଲ12 ସେ ସମୟରେ ବଲ୍ଦନର ପୁତ୍ର ମରୋଦକ୍-ବଲ୍ଦନ୍ ବାବିଲର ରାଜା ଥିଲେ। ସେ ହିଜକିୟ, ନିକଟକୁ ପତ୍ରଗୁଡ଼ିକ ଓ ଉପହାର ପଠାଇଲେ। କାରଣ ସେ ହିଜକିୟଙ୍କ ଅସୁସ୍ଥତା ବିଷୟରେ ଶୁଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେସମୟରେ ବଲ୍ଦନର ପୁତ୍ର ବରୋଦକ୍-ବଲଦନ୍ ନାମକ ବାବିଲ୍ର ରାଜା ହିଜକୀୟଙ୍କ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ସେ ହିଜକୀୟଙ୍କ ପୀଡ଼ିତ ହେବାର କଥା ଶୁଣିଥିଲା। Viz kapitolaଓଡିଆ ବାଇବେଲ12 ସେହି ସମୟରେ ବଲ୍ଦନ୍ର ପୁତ୍ର ବରୋଦକ୍ ବଲଦନ୍ ନାମକ ବାବିଲର ରାଜା ହିଜକୀୟଙ୍କ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ସେ ହିଜକୀୟଙ୍କ ପୀଡ଼ିତ ହେବାର କଥା ଶୁଣିଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେହି ସମୟରେ ବଲ୍ଦନ୍ର ପୁତ୍ର ବରୋଦକ୍ ବଲ୍ଦନ୍ ନାମକ ବାବିଲର ରାଜା ହିଜକୀୟଙ୍କ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ସେ ହିଜକୀୟଙ୍କ ପୀଡ଼ିତ ହେବାର କଥା ଶୁଣିଥିଲା। Viz kapitola |