2 ରାଜାବଳୀ 20:17 - ପବିତ୍ର ବାଇବଲ17 ସମୟ ଆସୁଛି ତୁମ୍ଭ ଗୃହରେ ଥିବା ସମସ୍ତ ଦ୍ରବ୍ୟ ଓ ଏ ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷଙ୍କ ସଞ୍ଚିତ ସମସ୍ତ ପଦାର୍ଥ ବାବିଲକୁ ନିଆଯିବ। ସଦାପ୍ରଭୁ କହନ୍ତି କୌଣସି ଜିନିଷ ଛଡ଼ା ଯିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲ୍କୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ା ଯିବ ନାହିଁ। Viz kapitolaଓଡିଆ ବାଇବେଲ17 ‘ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି।’ ସଦାପ୍ରଭୁ କହନ୍ତି, ‘କିଛି ଛଡ଼ା ଯିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି। ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ। Viz kapitola |