2 ରାଜାବଳୀ 20:18 - ପବିତ୍ର ବାଇବଲ18 ତୁମ୍ଭଠାରୁ ଜନ୍ମ ହୋଇଥିବା ପୁତ୍ରମାନଙ୍କୁ ବାବିଲନୀୟମାନେ ନେଇଯିବେ ଓ ବାବିଲ ରାଜାର ଅଟ୍ଟାଳିକାରେ ସେମାନେ ନପୁଂସକ ହୋଇ ରହିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ୍-ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ। Viz kapitolaଓଡିଆ ବାଇବେଲ18 ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।’” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।” Viz kapitola |