Online Bible

- Reklamy -




2 ରାଜାବଳୀ 20:19 - ପବିତ୍ର ବାଇବଲ

19 ତା'ପରେ ହିଜକିୟ ଯିଶାଇୟକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ଯେଉଁ ବାକ୍ୟ କହିଲ, ତାହା ଅତି ଉତ୍ତମ।” ଆଉ ମଧ୍ୟ ହିଜକିୟ କହିଲେ, “ମୋ’ ଜୀବନକାଳରେ ସତ୍ୟର ଶାନ୍ତି ବିରାଜିତ ହେବ। ଏହା ଅତି ଉତ୍ତମ କଥା।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲେ, ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ। ସେ ଆହୁରି କହିଲେ, ଯେବେ ଆମ୍ଭ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହୁଏ, ତେବେ ତାହା କʼଣ (ଉତ୍ତମ) ନୁହେଁ?

Viz kapitola kopírovat

ଓଡିଆ ବାଇବେଲ

19 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲେ, “ଯେବେ ଆମ୍ଭ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହୁଏ, ତେବେ ତାହା କ’ଣ (ଉତ୍ତମ) ନୁହେଁ ?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲେ, “ଯେବେ ଆମ୍ଭ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହୁଏ, ତେବେ ତାହା କʼଣ (ଉତ୍ତମ) ନୁହେଁ?”

Viz kapitola kopírovat




2 ରାଜାବଳୀ 20:19

Následuj nás:

Reklamy


Reklamy