Online Bible

- Reklamy -




2 ରାଜାବଳୀ 20:20 - ପବିତ୍ର ବାଇବଲ

20 ହିଜକିୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ୟକୁ ଜଳ ଆଣିଲେ, ଏ ସମସ୍ତ ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ ପରାକ୍ରମ ଓ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ୟକୁ ଜଳ ଆଣିଲେ, ଏହାସବୁ କʼଣ ଯିହୁଦା-ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?

Viz kapitola kopírovat

ଓଡିଆ ବାଇବେଲ

20 ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ୟକୁ ଜଳ ଆଣିଲେ, ଏହାସବୁ କ’ଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ୟକୁ ଜଳ ଆଣିଲେ, ଏହାସବୁ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

Viz kapitola kopírovat




2 ରାଜାବଳୀ 20:20

Následuj nás:

Reklamy


Reklamy