Online Bible

- Reklamy -




2 ରାଜାବଳୀ 20:21 - ପବିତ୍ର ବାଇବଲ

21 ଅନନ୍ତର ହିଜକିୟଙ୍କର ମୃତ୍ୟୁ ହେଲା ଓ ସେ ପୂର୍ବପୁରୁଷଙ୍କ ସହିତ କବର ନେଲେ। ତାଙ୍କ ପଦରେ ତାଙ୍କର ପୁତ୍ର ମନଃଶି ରାଜା ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ଅନନ୍ତର ହିଜକୀୟ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ; ଆଉ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat

ଓଡିଆ ବାଇବେଲ

21 ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ; ଆଉ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ; ଆଉ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat




2 ରାଜାବଳୀ 20:21

Následuj nás:

Reklamy


Reklamy