2 ରାଜାବଳୀ 20:6 - ପବିତ୍ର ବାଇବଲ6 ଆମ୍ଭେ ତୁମ୍ଭର ଆୟୁଷ ପନ୍ଦର ବର୍ଷ ବୃଦ୍ଧି କରିବୁ। ପୁଣି ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବୁ। ଏହା ମୁଁ ନିଜ ସକାଶେ ଓ ଆମ୍ଭର ସେବକ ଦାଉଦଙ୍କ ସକାଶେ ଏହି ନଗରକୁ ରକ୍ଷା କରିବି।’” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା; ପୁଣି ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବା; ଆଉ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରର ସପକ୍ଷ ହେବା। Viz kapitolaଓଡିଆ ବାଇବେଲ6 ଆଉ ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା; ପୁଣି ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବା; ଆଉ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରର ସପକ୍ଷ ହେବା।’” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା; ପୁଣି ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବା; ଆଉ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରର ସପକ୍ଷ ହେବା।” Viz kapitola |