2 ରାଜାବଳୀ 20:8 - ପବିତ୍ର ବାଇବଲ8 ହିଜକିୟ ଯିଶାଇୟଙ୍କୁ କହିଲେ, “ସଦାପ୍ରଭୁ ଯେ ମୋତେ ଆରୋଗ୍ୟ କରିବେ ଓ ତୃତୀୟ ଦିନରେ ମୁଁ ସଦାପ୍ରଭୁଙ୍କ ମନ୍ଦିରକୁ ଯିବି, ଏହାର କି ସୂଚନା ଅଛି?” Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ହିଜକୀୟ ଯିଶାଇୟଙ୍କୁ କହିଲେ, ସଦାପ୍ରଭୁ ଯେ ମୋତେ ସୁସ୍ଥ କରିବେ ଓ ମୁଁ ଯେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର କି ଚିହ୍ନ ହେବ? Viz kapitolaଓଡିଆ ବାଇବେଲ8 ପୁଣି ହିଜକୀୟ ଯିଶାଇୟଙ୍କୁ କହିଲେ, “ସଦାପ୍ରଭୁ ଯେ ମୋତେ ସୁସ୍ଥ କରିବେ ଓ ମୁଁ ଯେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର କି ଚିହ୍ନ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି ହିଜକୀୟ ଯିଶାଇୟଙ୍କୁ କହିଲେ, “ସଦାପ୍ରଭୁ ଯେ ମୋତେ ସୁସ୍ଥ କରିବେ ଓ ମୁଁ ଯେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର କି ଚିହ୍ନ ହେବ।” Viz kapitola |