Online Bible

- Reklamy -




2 ରାଜାବଳୀ 20:9 - ପବିତ୍ର ବାଇବଲ

9 ତହୁଁ ଯିଶାଇୟ କହିଲେ, “ତୁମ୍ଭେ କି ସୂଚନା ଗ୍ଭହୁଁଛ? ଛାୟା କ’ଣ ଦଶ ପାହୁଣ୍ତ ଆଗକୁ କିମ୍ବା ଦଶ ପାହୁଣ୍ତ ପଛକୁ ଯିବ ତୁମ୍ଭ ପାଇଁ ପରମେଶ୍ୱରଙ୍କଠାରୁ ଏହି ଚିହ୍ନ ହେବ। ଯେ ସଦାପ୍ରଭୁ ତାଙ୍କର ବାକ୍ୟ ସଫଳ କରିବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ଯିଶାଇୟ କହିଲେ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ତ ଯିବ, ଅବା ପଛକୁ ଦଶ ପାହୁଣ୍ତ ଯିବ?

Viz kapitola kopírovat

ଓଡିଆ ବାଇବେଲ

9 ତହିଁରେ ଯିଶାଇୟ କହିଲେ, “ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ଡ ଯିବ, ଅବା ପଛକୁ ଦଶ ପାହୁଣ୍ଡ ଯିବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ଯିଶାଇୟ କହିଲେ, “ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ଡ ଯିବ, ଅବା ପଛକୁ ଦଶ ପାହୁଣ୍ଡ ଯିବ।”

Viz kapitola kopírovat




2 ରାଜାବଳୀ 20:9

Následuj nás:

Reklamy


Reklamy