2 ରାଜାବଳୀ 21:1 - ପବିତ୍ର ବାଇବଲ1 ମନଃଶି ବାରବର୍ଷ ବୟସରେ ରାଜ୍ୟ ଶାସନ କରିବା ଆରମ୍ଭ କଲେ। ସେ ଯିରୁଶାଲମରେ ପଞ୍ଚାବନ ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ; ଆଉ ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା। Viz kapitolaଓଡିଆ ବାଇବେଲ1 ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ ଆଉ ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ ଆଉ ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା। Viz kapitola |