2 ରାଜାବଳୀ 21:12 - ପବିତ୍ର ବାଇବଲ12 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଦେଖ ଆମ୍ଭେ ଯିରୁଶାଲମ ଓ ଯିହୁଦା ପାଇଁ ଏପରି ଅମଙ୍ଗଳ ଆଣିବୁ ଯିଏ ଏହି ବିଷୟରେ ଶୁଣିବ ଆଶ୍ଚର୍ଯ୍ୟ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଯିରୂଶାଲମ ଓ ଯିହୁଦା ଉପରେ ଏପରି ଅମଙ୍ଗଳ ଆଣିବା ଯେ, କେହି ତାହା ଶୁଣିଲେ ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ। Viz kapitolaଓଡିଆ ବାଇବେଲ12 ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ଯିରୂଶାଲମ ଓ ଯିହୁଦା ଉପରେ ଏପରି ଅମଙ୍ଗଳ ଆଣିବା ଯେ, କେହି ତାହା ଶୁଣିଲେ ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଯିରୂଶାଲମ ଓ ଯିହୁଦା ଉପରେ ଏପରି ଅମଙ୍ଗଳ ଆଣିବା ଯେ, କେହି ତାହା ଶୁଣିଲେ ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ। Viz kapitola |