Online Bible

- Reklamy -




2 ରାଜାବଳୀ 21:13 - ପବିତ୍ର ବାଇବଲ

13 ପୁଣି ଆମ୍ଭେ ଯିରୁଶାଲମ ଉପରେ ଶମରିୟାର ମାପ କରି ରେଖା ଟାଣିବା ଓ ଆହାବ ପରିବାରର ଓଳମ୍ ଟାଣିବା। ପୁଣି ମଣିଷ ଯେପରି ଥାଳି ପୋଛେ ଆଉ ପୋଛୁ ପୋଛୁ ଓଲଟ ପାଲଟ କରେ ସେହିପରି ମୁଁ ଯିରୁଶାଲମକୁ ପୋଛି ପକାଇବି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ଆମ୍ଭେ ଯିରୂଶାଲମ ଉପରେ ଶମରୀୟାର ରଜ୍ଜୁ ଓ ଆହାବ-ବଂଶର ଓଳମ ଟାଣିବା ଓ ମନୁଷ୍ୟ ଯେପରି ଥାଳୀ ପୋଛେ, ଆଉ ପୋଛୁ ପୋଛୁ ତାହା ଓଲଟ ପାଲଟ କରେ, ସେପରି ଆମ୍ଭେ ଯିରୂଶାଲମକୁ ପୋଛି ପକାଇବା।

Viz kapitola kopírovat

ଓଡିଆ ବାଇବେଲ

13 ପୁଣି ଆମ୍ଭେ ଯିରୂଶାଲମ ଉପରେ ଶମରୀୟାର ରଜ୍ଜୁ ଓ ଆହାବ ବଂଶର ଓଳମ ଟାଣିବା ଓ ମନୁଷ୍ୟ ଯେପରି ଥାଳୀ ପୋଛେ, ଆଉ ପୋଛୁ ପୋଛୁ ତାହା ଓଲଟ ପାଲଟ କରେ, ସେପରି ଆମ୍ଭେ ଯିରୂଶାଲମକୁ ପୋଛି ପକାଇବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି ଆମ୍ଭେ ଯିରୂଶାଲମ ଉପରେ ଶମରୀୟାର ରଜ୍ଜୁ ଓ ଆହାବ-ବଂଶର ଓଳମ ଟାଣିବା ଓ ମନୁଷ୍ୟ ଯେପରି ଥାଳୀ ପୋଛେ, ଆଉ ପୋଛୁ ପୋଛୁ ତାହା ଓଲଟପାଲଟ କରେ, ସେପରି ଆମ୍ଭେ ଯିରୂଶାଲମକୁ ପୋଛି ପକାଇବା।

Viz kapitola kopírovat




2 ରାଜାବଳୀ 21:13

Následuj nás:

Reklamy


Reklamy