2 ରାଜାବଳୀ 21:14 - ପବିତ୍ର ବାଇବଲ14 ମୁଁ ମୋର ଅବଶିଷ୍ଟ ନିଜ ଲୋକମାନଙ୍କୁ ପରିତ୍ୟାଗ କରିବି। ମୁଁ ସେମାନଙ୍କୁ ସେମାନଙ୍କର ଶତ୍ରୁ ହସ୍ତରେ ସମର୍ପଣ କରିବି। ସେମାନଙ୍କର ଶତ୍ରୁଗଣ ସେମାନଙ୍କୁ ଲୁଟ୍ କରିବେ ଏବଂ ସେମାନେ ସେମାନଙ୍କୁ ବନ୍ଦୀରୂପେ ନେଇଯିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ଵରୂପ ହେବେ; Viz kapitolaଓଡିଆ ବାଇବେଲ14 ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ୱରୂପ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ୱରୂପ ହେବେ। Viz kapitola |