2 ରାଜାବଳୀ 21:17 - ପବିତ୍ର ବାଇବଲ17 ମନଃଶିଙ୍କର ଏ ସମସ୍ତ ବୃତ୍ତାନ୍ତ, ତାଙ୍କର ସମସ୍ତ କାର୍ଯ୍ୟ ତାଙ୍କର କୃତ ପାପ ଯିହୁଦା ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ହୋଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପାପ କʼଣ ଯିହୁଦା-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? Viz kapitolaଓଡିଆ ବାଇବେଲ17 ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପାପ କ’ଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପାପ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? Viz kapitola |