Online Bible

- Reklamy -




2 ରାଜାବଳୀ 21:18 - ପବିତ୍ର ବାଇବଲ

18 ଅନନ୍ତର ମନଃଶି ମୃତ୍ୟୁବରଣ କଲେ ଓ ଆପଣା ପୂର୍ବପୁରୁଷ ଲୋକଙ୍କ ସହିତ ଆପଣା ଗୃହର ଉଦ୍ୟାନରେ, ଅର୍ଥାତ “ଉଷର ଉଦ୍ୟାନରେ” କବର ପ୍ରାପ୍ତ ହେଲେ। ତାଙ୍କ ପଦରେ ତାଙ୍କର ପୁତ୍ର ଆମୋନ୍ ରାଜା ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଅନନ୍ତର ମନଃଶି ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ଗୃହର ଉଦ୍ୟାନରେ, ଅର୍ଥାତ୍, ଉଷର ଉଦ୍ୟାନରେ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଆମୋନ୍ ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat

ଓଡିଆ ବାଇବେଲ

18 ଏଥିଉତ୍ତାରେ ମନଃଶି ମୃତ୍ୟୁବରଣ କଲେ ଓ ଆପଣା ଗୃହର ଉଦ୍ୟାନରେ, ଅର୍ଥାତ୍‍, ଉଷର ଉଦ୍ୟାନରେ କବର ପ୍ରାପ୍ତ ହେଲେ। ତହୁଁ ତାଙ୍କର ପୁତ୍ର ଆମୋନ୍‍ ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିଉତ୍ତାରେ ମନଃଶି ମୃତ୍ୟୁବରଣ କଲେ ଓ ଆପଣା ଗୃହର ଉଦ୍ୟାନରେ, ଅର୍ଥାତ୍‍, ଉଷର ଉଦ୍ୟାନରେ କବରପ୍ରାପ୍ତ ହେଲେ। ତହୁଁ ତାଙ୍କର ପୁତ୍ର ଆମୋନ୍‍ ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat




2 ରାଜାବଳୀ 21:18

Následuj nás:

Reklamy


Reklamy