2 ରାଜାବଳୀ 21:19 - ପବିତ୍ର ବାଇବଲ19 ଆମୋନ୍ ବାଇଶ ବର୍ଷ ବୟସରେ ରାଜ୍ୟ ଶାସନ ଆରମ୍ଭ କଲେ। ସେ ଯିରୁଶାଲମରେ ଦୁଇ ବର୍ଷ ଶାସନ କଲେ। ତାଙ୍କର ମାତାଙ୍କ ନାମ ମଶୁଲ୍ଲମତ୍ ଓ ସେ ଯବଟା ନିବାସୀ ହାରୁଷଙ୍କ କନ୍ୟା ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆମୋନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ; ତାଙ୍କର ମାତାର ନାମ ମଶୁଲ୍ଲେମତ୍, ସେ ଯଟ୍ବା ନିବାସୀ ହାରୁଷଙ୍କର କନ୍ୟା ଥିଲେ। Viz kapitolaଓଡିଆ ବାଇବେଲ19 ଆମୋନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ ତାଙ୍କର ମାତାର ନାମ ମଶୁଲ୍ଲେମତ୍, ସେ ଯଟ୍ବା ନିବାସୀ ହାରୁଷଙ୍କର କନ୍ୟା ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆମୋନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ ତାଙ୍କର ମାତାର ନାମ ମଶୁଲ୍ଲେମତ୍, ସେ ଯଟ୍ବା ନିବାସୀ ହାରୁଷଙ୍କର କନ୍ୟା ଥିଲେ। Viz kapitola |