Online Bible

- Reklamy -

2 ରାଜାବଳୀ 21:21 - ପବିତ୍ର ବାଇବଲ

21 ତାଙ୍କ ପିତାଙ୍କ ପରି ବାସ କଲେ। ସେ ସେହି ପ୍ରତିମାମାନ ପୂଜା କଲେ, ଯାହା ମନଃଶି, ତାଙ୍କର ପିତା ପୂଜା କରି ଆସୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ତାଙ୍କର ପିତା ଯେଉଁ ପଥରେ ଚାଲିଥିଲେ, ସେ ସେହି ସମସ୍ତ ପଥରେ ଚାଲିଲେ ଓ ତାଙ୍କର ପିତା ଯେଉଁ ଦେବତାମାନଙ୍କର ସେବା କରିଥିଲେ, ସେ ସେମାନଙ୍କର ସେବା କଲେ ଓ ସେମାନଙ୍କୁ ପୂଜା କଲେ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତାଙ୍କର ପିତା ଯେଉଁ ପଥରେ ଚାଲିଥିଲେ, ସେ ସେହି ସମସ୍ତ ପଥରେ ଚାଲିଲେ ଓ ତାଙ୍କର ପିତା ଯେଉଁ ଦେବତାମାନଙ୍କର ସେବା କରିଥିଲେ, ସେ ସେମାନଙ୍କର ସେବା କଲେ ଓ ସେମାନଙ୍କୁ ପୂଜା କଲେ।

Viz kapitola kopírovat

2 ରାଜାବଳୀ 21:21

Následuj nás:

Reklamy

Reklamy