2 ରାଜାବଳୀ 21:24 - ପବିତ୍ର ବାଇବଲ24 ମାତ୍ର ଜନ ସାଧାରଣ ସେହି ହତ୍ୟାକାରୀଙ୍କୁ, ଯେଉଁମାନେ ଆମୋନ୍ ରାଜାଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କରୁଥିଲେ ସେମାନଙ୍କୁ ବଧ କଲେ। ତା'ପରେ ସେମାନେ ତାଙ୍କର ପୁତ୍ର ଯୋଶିୟଙ୍କୁ ତାଙ୍କ ପଦରେ ରାଜା କରାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ମାତ୍ର ଯେଉଁମାନେ ଆମୋନ୍ ରାଜା ବିରୁଦ୍ଧରେ ଚକ୍ରା; କରିଥିଲେ, ସେସମସ୍ତଙ୍କୁ ଦେଶର ଲୋକମାନେ ବଧ କଲେ; ଆଉ ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କ ପୁତ୍ର ଯୋଶୀୟଙ୍କୁ ରାଜା କଲେ। Viz kapitolaଓଡିଆ ବାଇବେଲ24 ମାତ୍ର ଯେଉଁମାନେ ଆମୋନ୍ ରାଜା ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶର ଲୋକମାନେ ବଧ କଲେ, ଆଉ ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କ ପୁତ୍ର ଯୋଶୀୟଙ୍କୁ ରାଜା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ମାତ୍ର ଯେଉଁମାନେ ଆମୋନ୍ ରାଜା ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶର ଲୋକମାନେ ବଧ କଲେ, ଆଉ ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କ ପୁତ୍ର ଯୋଶୀୟଙ୍କୁ ରାଜା କଲେ। Viz kapitola |