Online Bible

- Reklamy -




2 ରାଜାବଳୀ 21:6 - ପବିତ୍ର ବାଇବଲ

6 ମନଃଶି ଆପଣା ପୁତ୍ରକୁ ଅଗ୍ନିରେ ଉତ୍ସର୍ଗ କଲେ। ସେ ଶୁଭ ଶୁଭ କହିବାର ବିଦ୍ୟା, ଗଣକତା, ଯାଦୁବିଦ୍ୟା, ଭୂତ ପ୍ରେତ ଓ ଗୁଣୀ ଗାରେଡ଼ି କାର୍ଯ୍ୟରେ ଅଭ୍ୟସ୍ତ ହେଲେ। ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ, ଯଦ୍ଦ୍ୱାରା ସଦାପ୍ରଭୁ କ୍ରୋଧିତ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିୟା ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।

Viz kapitola kopírovat

ଓଡିଆ ବାଇବେଲ

6 ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।

Viz kapitola kopírovat




2 ରାଜାବଳୀ 21:6

Následuj nás:

Reklamy


Reklamy