2 ରାଜାବଳୀ 21:7 - ପବିତ୍ର ବାଇବଲ7 ପୁଣି ମନଃଶି ଆଶେରାର ଏକ ଖୋଦିତ ମୂର୍ତ୍ତି ନିର୍ମାଣ କରାଇ ସଦାପ୍ରଭୁଙ୍କ ମନ୍ଦିରରେ ସ୍ଥାପନ କଲେ। କିନ୍ତୁ ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ମୁଁ ସମଗ୍ର ଇସ୍ରାଏଲର ସମସ୍ତ ନଗରଠାରୁ ଯିରୁଶାଲମକୁ ମନୋନୀତ କରିଛି। ଯିରୁଶାଲମର ଏହି ମନ୍ଦିରରେ ଆମ୍ଭର ନାମ ଚିରକାଳ ସ୍ଥାପନ କରିବୁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ; ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା; Viz kapitolaଓଡିଆ ବାଇବେଲ7 ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ। ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ। ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା। Viz kapitola |