2 ରାଜାବଳୀ 22:10 - ପବିତ୍ର ବାଇବଲ10 ତା'ପରେ ଶାଫନ୍ ଲେଖକ ରାଜାଙ୍କୁ କହିଲେ, “ମହାଯାଜକ ହିଲ୍କିୟ ଏହି ପୁସ୍ତକ ମୋତେ ଦେଇଛନ୍ତି।” ତା'ପରେ ଶାଫନ୍ ରାଜାଙ୍କ ସାକ୍ଷାତରେ ତାହା ପାଠ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆହୁରି ଶାଫନ୍ ଲେଖକ ରାଜାଙ୍କୁ ଜଣାଇ କହିଲା, ହିଲ୍କୀୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା। Viz kapitolaଓଡିଆ ବାଇବେଲ10 ଆହୁରି ଶାଫନ୍ ଲେଖକ ରାଜାଙ୍କୁ ଜଣାଇ କହିଲା, “ହିଲ୍କିୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆହୁରି ଶାଫନ୍ ଲେଖକ ରାଜାଙ୍କୁ ଜଣାଇ କହିଲା, “ହିଲ୍କୀୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା।” Viz kapitola |