Online Bible

- Reklamy -




2 ରାଜାବଳୀ 22:11 - ପବିତ୍ର ବାଇବଲ

11 ଏଥିରେ ରାଜା ସେହି ବ୍ୟବସ୍ଥା ପୁସ୍ତକର ବାକ୍ୟ ଶ୍ରବଣ କରି ଆପଣା ଦୁଃଖ ଓ ବ୍ୟସ୍ତତା ଜଣାଇବାକୁ ବସ୍ତ୍ର ଚିରିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଏଥିରେ ରାଜା ସେହି ବ୍ୟବସ୍ଥା-ପୁସ୍ତକରୁ ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।

Viz kapitola kopírovat

ଓଡିଆ ବାଇବେଲ

11 ଏଥିରେ ରାଜା ସେହି ବ୍ୟବସ୍ଥା ପୁସ୍ତକରୁ ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିରେ ରାଜା ସେହି ବ୍ୟବସ୍ଥା-ପୁସ୍ତକରୁ ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।

Viz kapitola kopírovat




2 ରାଜାବଳୀ 22:11

Následuj nás:

Reklamy


Reklamy