2 ରାଜାବଳୀ 22:12 - ପବିତ୍ର ବାଇବଲ12 ତା'ପରେ ରାଜା ହିଲ୍କିୟ ଯାଜକକୁ, ଶାଫନ୍ର ପୁତ୍ର ଅହୀକାମକୁ, ମିଖାୟର ପୁତ୍ର ଅକ୍ବୋରକୁ, ଶାଫନ୍ ସମ୍ପାଦକ ଓ ଅସାୟ ନାମକ ରାଜ ଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ରାଜା ହିଲ୍କୀୟ ଯାଜକକୁ ଓ ଶାଫନ୍ର ପୁତ୍ର ଅହୀକାମ୍କୁ ଓ ମୀଖାୟର ପୁତ୍ର ଅକ୍ବୋରକୁ ଓ ଶାଫନ୍ ଲେଖକକୁ ଓ ଅସାୟ ନାମକ ରାଜଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ, Viz kapitolaଓଡିଆ ବାଇବେଲ12 ପୁଣି ରାଜା ଯୋଶୀୟ ହିଲ୍କିୟ ଯାଜକକୁ ଓ ଶାଫନ୍ର ପୁତ୍ର ଅହୀକାମ୍କୁ ଓ ମୀଖାୟର ପୁତ୍ର ଅକ୍ବୋରକୁ ଓ ଶାଫନ୍ ଲେଖକଙ୍କୁ ଓ ଅସାୟ ନାମକ ରାଜଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି ରାଜା ଯୋଶୀୟ ହିଲ୍କୀୟ ଯାଜକକୁ ଓ ଶାଫନ୍ର ପୁତ୍ର ଅହୀକାମକୁ ଓ ମୀଖାୟର ପୁତ୍ର ଅକ୍ବୋରକୁ ଓ ଶାଫନ୍ ଲେଖକଙ୍କୁ ଓ ଅସାୟ ନାମକ ରାଜଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ, Viz kapitola |