2 ରାଜାବଳୀ 22:15 - ପବିତ୍ର ବାଇବଲ15 ତା'ପରେ ହୁଲଦା ସେମାନଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ ନିକଟକୁ ପଠାଇଲା ତାହାକୁ କୁହ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହିଁରେ ସେ ସେମାନଙ୍କୁ କହିଲା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ କତିକି ପଠାଇଲା, ତାହାକୁ କୁହ, Viz kapitolaଓଡିଆ ବାଇବେଲ15 ତହିଁରେ ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ସେମାନଙ୍କୁ କହିଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ ନିକଟକୁ ପଠାଇଲେ, ତାହାକୁ କୁହ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ସେମାନଙ୍କୁ କହିଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ ନିକଟକୁ ପଠାଇଲେ, ତାହାକୁ କୁହ, Viz kapitola |