2 ରାଜାବଳୀ 22:16 - ପବିତ୍ର ବାଇବଲ16 ‘ସଦାପ୍ରଭୁ ଏହା କହନ୍ତି, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀ ଲୋକମାନଙ୍କ ଉପରେ ଅମଙ୍ଗଳ ଘଟାଇବା। ଏହି ପୁସ୍ତକରେ ଲିଖିତ ଯିହୁଦା ରାଜାଙ୍କ ପଠିତ ବାକ୍ୟ ଅନୁସାରେ ସମସ୍ତ ଅମଙ୍ଗଳ ଘଟାଇବା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ଯିହୁଦାର ରାଜା ଏହି ପୁସ୍ତକର ଯେ ଯେ ବାକ୍ୟ ପାଠ କରିଅଛି, ସେସମସ୍ତ ଘଟାଇବା; Viz kapitolaଓଡିଆ ବାଇବେଲ16 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ଯିହୁଦାର ରାଜା ଏହି ପୁସ୍ତକର ଯେଉଁ ଯେଉଁ ବାକ୍ୟ ପାଠ କରିଅଛି, ସେହି ସମସ୍ତ ଘଟାଇବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ଯିହୁଦାର ରାଜା ଏହି ପୁସ୍ତକର ଯେଉଁ ଯେଉଁ ବାକ୍ୟ ପାଠ କରିଅଛି, ସେହି ସମସ୍ତ ଘଟାଇବା। Viz kapitola |