2 ରାଜାବଳୀ 22:18 - ପବିତ୍ର ବାଇବଲ18-19 “ଯିହୁଦାର ରାଜା ଯୋଶିୟ ସଦାପ୍ରଭୁଙ୍କୁ ପଗ୍ଭରିବାକୁ ତୁମ୍ଭମାନଙ୍କୁ ପଠାଇଲେ। ତୁମ୍ଭେ ତାଙ୍କୁ କୁହ, ‘ସଦାପ୍ରଭୁ ଇସ୍ରାଏଲ ପରମେଶ୍ୱର ଏହିକଥା କହନ୍ତି, ଯାହା ତୁମ୍ଭେ ପୁସ୍ତକରୁ ପଢ଼ି ଶୁଣିଛ, ମୋର ବାକ୍ୟଗୁଡ଼ିକ ଏହି ସ୍ଥାନ ଓ ଏହାର ନିବାସୀମାନଙ୍କ ବିଷୟରେ ଥିଲା। ଭୟଙ୍କର ଜିନିଷ ଏହି ନିବାସୀ ଓ ଏହି ସ୍ଥାନରେ ଘଟିବ। ଏହା ଶୁଣି ତୁମ୍ଭର ହୃଦୟ କୋମଳ ହେଲା। ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ନିଜକୁ ନମ୍ର କଲ ଓ ନିଜ ବସ୍ତ୍ର ଚିରିଲ ଓ ମୋ’ ଛାମୁରେ କ୍ରନ୍ଦନ କଲ। ଏଣୁ ମୁଁ ତୁମ୍ଭର ବିନତି ଶୁଣିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)18 ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲେ ଯେ ଯିହୁଦା-ରାଜା, ତାଙ୍କୁ ତୁମ୍ଭେମାନେ କହିବ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭର ଶ୍ରୁତ ବାକ୍ୟ ବିଷୟରେ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ବିରୁଦ୍ଧରେ ଓ ତହିଁର ନିବାସୀମାନଙ୍କ ବିରୁଦ୍ଧରେ ଯେସକଳ ବାକ୍ୟ କହିଅଛୁ, ଅର୍ଥାତ୍, ସେମାନେ ଯେ ଧ୍ଵଂସର ଓ ଅଭିଶାପର ପାତ୍ରହେବେ, Viz kapitolaଓଡିଆ ବାଇବେଲ18 ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲେ ଯେ ଯିହୁଦା ରାଜା ଯୋଶୀୟ, ତାଙ୍କୁ ତୁମ୍ଭେମାନେ କହିବ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭର ଶ୍ରୁତ ବାକ୍ୟ ବିଷୟରେ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ବିରୁଦ୍ଧରେ ଓ ତହିଁର ନିବାସୀମାନଙ୍କ ବିରୁଦ୍ଧରେ ଯେସକଳ ବାକ୍ୟ କହିଅଛୁ, ଅର୍ଥାତ୍, ସେମାନେ ଯେ ଧ୍ୱଂସର ଓ ଅଭିଶାପର ପାତ୍ର ହେବେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲେ ଯେ ଯିହୁଦା-ରାଜା ଯୋଶୀୟ, ତାଙ୍କୁ ତୁମ୍ଭେମାନେ କହିବ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭର ଶ୍ରୁତ ବାକ୍ୟ ବିଷୟରେ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ବିରୁଦ୍ଧରେ ଓ ତହିଁର ନିବାସୀମାନଙ୍କ ବିରୁଦ୍ଧରେ ଯେସକଳ ବାକ୍ୟ କହିଅଛୁ, ଅର୍ଥାତ୍, ସେମାନେ ଯେ ଧ୍ୱଂସର ଓ ଅଭିଶାପର ପାତ୍ର ହେବେ, Viz kapitola |