2 ରାଜାବଳୀ 22:6 - ପବିତ୍ର ବାଇବଲ6 ସେହି ମୁଦ୍ରାକୁ ବଢ଼େଇ, ରାଜମିସ୍ତ୍ରି ଓ ପ୍ରସ୍ତର ଖୋଦନକାରୀଙ୍କୁ ଦେବାରେ ବ୍ୟବହାର କରନ୍ତୁ। ପୁଣି ମନ୍ଦିର ପୁନଃନିର୍ମାଣରେ ବ୍ୟବହୃତ କାଠ ଓ ଖୋଦିତ ପଥର କିଣିବାରେ ସେହି ମୁଦ୍ରାକୁ ବିନିଯୋଗ କରନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଅର୍ଥାତ୍, ସୂତ୍ରଧର ଓ ଗାନ୍ଥକ ଓ ରାଜମିସ୍ତ୍ରୀମାନଙ୍କୁ ଗୃହର ଭଗ୍ନସ୍ଥାନ ପୁନର୍ନିର୍ମାଣ କରିବା ପାଇଁ ଓ ଗୃହର ପୁନର୍ନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବା ପାଇଁ ତାହା ଦେଉନ୍ତୁ। Viz kapitolaଓଡିଆ ବାଇବେଲ6 ଅର୍ଥାତ୍, ସୂତ୍ରଧର ଓ ନିର୍ମାଣକାରୀ ଓ ରାଜମିସ୍ତ୍ରୀମାନଙ୍କୁ ଗୃହର ଭଗ୍ନସ୍ଥାନ ପୁନଃନିର୍ମାଣ କରିବା ପାଇଁ ଓ ଗୃହର ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବା ପାଇଁ ତାହା ଦେଉନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅର୍ଥାତ୍, ସୂତ୍ରଧର ଓ ନିର୍ମାଣକାରୀ ଓ ରାଜମିସ୍ତ୍ରୀମାନଙ୍କୁ ଗୃହର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ ଓ ଗୃହର ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବା ପାଇଁ ତାହା ଦେଉନ୍ତୁ।” Viz kapitola |