Online Bible

- Reklamy -




2 ରାଜାବଳୀ 22:8 - ପବିତ୍ର ବାଇବଲ

8 ସେତେବେଳେ ମହାଯାଜକ ହି‌ଲ୍‌‌‌କିୟ ଶାଫନ୍ ସମ୍ପାଦକଙ୍କୁ କହିଲା, “ଦେଖ, ଆମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ଏହି ବ୍ୟବସ୍ଥା ପୁସ୍ତକ ପାଇଅଛୁ।” ତା'ପରେ ଶାଫନ୍ ସେହି ପୁସ୍ତକ ପାଠ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ସେତେବେଳେ ହିଲକୀୟ ମହାଯାଜକ ଶାଫନ୍ ଲେଖକକୁ କହିଲା, ଆମ୍ଭେ ସଦାପ୍ରଭୁଙ୍କ ଗୃହରେ ଏହି ବ୍ୟବସ୍ଥା-ପୁସ୍ତକ ପାଇଅଛୁ। ଆଉ ହିଲ୍‍କୀୟ ଶାଫନ୍କୁ ସେହି ପୁସ୍ତକ ଦିଅନ୍ତେ, ସେ ତାହା ପାଠ କଲା।

Viz kapitola kopírovat

ଓଡିଆ ବାଇବେଲ

8 ସେତେବେଳେ ହିଲ୍‍କୀୟ ମହାଯାଜକ ଶାଫନ୍‍ ଲେଖକଙ୍କୁ କହିଲା, “ଆମ୍ଭେ ସଦାପ୍ରଭୁଙ୍କ ଗୃହରେ ଏହି ବ୍ୟବସ୍ଥା ପୁସ୍ତକ ପାଇଅଛୁ।” ଆଉ ହିଲ୍‍କିୟ ଶାଫନ୍‍କୁ ସେହି ପୁସ୍ତକ ଦିଅନ୍ତେ, ସେ ତାହା ପାଠ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେତେବେଳେ ହିଲ୍‍କୀୟ ମହାଯାଜକ ଶାଫନ୍‍ ଲେଖକଙ୍କୁ କହିଲା, “ଆମ୍ଭେ ସଦାପ୍ରଭୁଙ୍କ ଗୃହରେ ଏହି ବ୍ୟବସ୍ଥା-ପୁସ୍ତକ ପାଇଅଛୁ।” ଆଉ ହିଲ୍‍କୀୟ ଶାଫନ୍‍କୁ ସେହି ପୁସ୍ତକ ଦିଅନ୍ତେ, ସେ ତାହା ପାଠ କଲା।

Viz kapitola kopírovat




2 ରାଜାବଳୀ 22:8

Následuj nás:

Reklamy


Reklamy