2 ରାଜାବଳୀ 22:9 - ପବିତ୍ର ବାଇବଲ9 ଏହା ପରେ ଶାଫନ୍ ସମ୍ପାଦକ ରାଜା ଯୋଶିୟଙ୍କ ନିକଟକୁ ଆସିଲା ଓ ରାଜାଙ୍କୁ ସମ୍ବାଦ ଦେଲା, “ଆପଣଙ୍କ ସେବକମାନେ ମନ୍ଦିରରୁ ପ୍ରାପ୍ତ ସମସ୍ତ ମୁଦ୍ରା ସଦାପ୍ରଭୁଙ୍କ ମନ୍ଦିରରେ କାର୍ଯ୍ୟ କରୁଥିବା କର୍ମକାରୀମାନଙ୍କୁ ଓ ତତ୍ତ୍ୱାବଧାରକମାନଙ୍କୁ ପ୍ରଦାନ କରିଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏଉତ୍ତାରେ ଶାଫନ୍ ଲେଖକ ରାଜାଙ୍କ ନିକଟକୁ ଆସିଲା ଓ ପୁନର୍ବାର ରାଜାଙ୍କୁ ସମ୍ଵାଦ ଦେଇ କହିଲା, ଆପଣଙ୍କ ଦାସମାନେ ମନ୍ଦିରରେ ପ୍ରାପ୍ତ ସମସ୍ତ ମୁଦ୍ରା ଖାଲି କରି ସଦାପ୍ରଭୁଙ୍କ ଗୃହର ତତ୍ତ୍ଵାବଧାରଣ-କର୍ମକାରୀ-ମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି। Viz kapitolaଓଡିଆ ବାଇବେଲ9 ଏଥିଉତ୍ତାରେ ଶାଫନ୍ ଲେଖକ ରାଜାଙ୍କ ନିକଟକୁ ଆସିଲା ଓ ପୁନର୍ବାର ରାଜାଙ୍କୁ ସମ୍ବାଦ ଦେଇ କହିଲା, “ଆପଣଙ୍କ ଦାସମାନେ ମନ୍ଦିରରେ ପ୍ରାପ୍ତ ସମସ୍ତ ମୁଦ୍ରା ଖାଲି କରି ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିଉତ୍ତାରେ ଶାଫନ୍ ଲେଖକ ରାଜାଙ୍କ ନିକଟକୁ ଆସିଲା ଓ ପୁନର୍ବାର ରାଜାଙ୍କୁ ସମ୍ବାଦ ଦେଇ କହିଲା, “ଆପଣଙ୍କ ଦାସମାନେ ମନ୍ଦିରରେ ପ୍ରାପ୍ତ ସମସ୍ତ ମୁଦ୍ରା ଖାଲି କରି ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।” Viz kapitola |