Online Bible

- Reklamy -




2 ରାଜାବଳୀ 23:10 - ପବିତ୍ର ବାଇବଲ

10 ତୋଫତ୍ ବେନ-ହିନ୍ନୋମ ଉପତ୍ୟକାର ଗୋଟିଏ ସ୍ଥାନ ଥିଲା, ଯେଉଁଠାରେ ଲୋକମାନେ ସେମାନଙ୍କର ପୁତ୍ର ଓ କନ୍ୟାମାନଙ୍କୁ ମେଲକ ମିଥ୍ୟା ଦେବତାର ସମ୍ମାନାର୍ଥେ ଅଗ୍ନିରେ ହୋମ କଲେ। ଯେତେବେଳେ ଯୋଶିୟ ସେହି ସ୍ଥାନକୁ ଅପବିତ୍ର କଲେ। ଲୋକମାନେ ଯେପରି ହୋମ ସ୍ଥାନକୁ ଅଧିକ ସମୟ ବ୍ୟବହାର ପାଇଁ ବନ୍ଦ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ପୁଣି କେହି ଯେପରି ମୋଲକ୍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍ ନାମକ ସ୍ଥାନକୁ ଅଶୁଚି କଲେ।

Viz kapitola kopírovat

ଓଡିଆ ବାଇବେଲ

10 ପୁଣି କେହି ଯେପରି ମୋଲକ୍‍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍‍ ନାମକ ସ୍ଥାନକୁ ଅଶୁଚି କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି କେହି ଯେପରି ମୋଲକ୍‍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍‍ ନାମକ ସ୍ଥାନକୁ ଅଶୁଚି କଲେ।

Viz kapitola kopírovat




2 ରାଜାବଳୀ 23:10

Následuj nás:

Reklamy


Reklamy