Online Bible

- Reklamy -




2 ରାଜାବଳୀ 23:14 - ପବିତ୍ର ବାଇବଲ

14 ଆଉ ମଧ୍ୟ ସେ ସମସ୍ତ ସ୍ମୃତିସ୍ତମ୍ଭ ଓ ଆଶେରା ମୂର୍ତ୍ତି ଭାଙ୍ଗି ପକାଇଲେ ଓ ସେହି ସ୍ଥାନଗୁଡ଼ିକ ମନୁଷ୍ୟର ଅସ୍ଥିରେ ପୂର୍ଣ୍ଣ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଆଉ ସେ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତିମାନ ଛେଦନ କରି ମନୁଷ୍ୟର ଅସ୍ଥିରେ ସେମାନଙ୍କ ସ୍ଥାନ ପୂର୍ଣ୍ଣ କଲେ।

Viz kapitola kopírovat

ଓଡିଆ ବାଇବେଲ

14 ଆଉ ସେ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ ଛେଦନ କରି ମନୁଷ୍ୟର ଅସ୍ଥିରେ ସେମାନଙ୍କ ସ୍ଥାନ ପୂର୍ଣ୍ଣ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ସେ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ ଛେଦନ କରି ମନୁଷ୍ୟର ଅସ୍ଥିରେ ସେମାନଙ୍କ ସ୍ଥାନ ପୂର୍ଣ୍ଣ କଲେ।

Viz kapitola kopírovat




2 ରାଜାବଳୀ 23:14

Následuj nás:

Reklamy


Reklamy