2 ରାଜାବଳୀ 23:15 - ପବିତ୍ର ବାଇବଲ15 ନବାଟଙ୍କ ପୁତ୍ର ଯାରବିୟାମ ବୈଥେଲ୍ରେ ଯେଉଁ ଯଜ୍ଞବେଦି ନିର୍ମାଣ କରି ଇସ୍ରାଏଲ ଲୋକଙ୍କୁ ପାପ କରାଇଥିଲେ ଓ ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶିୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ। ଯୋଶିୟ ସେହି ପ୍ରସ୍ତରକୁ ପେଷି ଚୂର୍ଣ୍ଣ କଲେ ଓ ଆଶେରା ମୂର୍ତ୍ତିକୁ ଦଗ୍ଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆହୁରି ବୈଥେଲରେ ଯେଉଁ ଯଜ୍ଞବେଦି ଥିଲା ଓ ଇସ୍ରାଏଲକୁ ପାପ କରାଇଥିଲେ ଯେ ନବାଟର ପୁତ୍ର ଯାରବୀୟାମ୍, ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶୀୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ; ପୁଣି ସେ ଉଚ୍ଚସ୍ଥଳୀ ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ, ଆଉ ଆଶେରାମୂର୍ତ୍ତିକି ଦଗ୍ଧ କଲେ। Viz kapitolaଓଡିଆ ବାଇବେଲ15 ଆହୁରି ବେଥେଲ୍ରେ ଯେଉଁ ଯଜ୍ଞବେଦି ଥିଲା ଓ ଇସ୍ରାଏଲକୁ ପାପ କରାଇଥିଲେ ଯେ ନବାଟର ପୁତ୍ର ଯାରବୀୟାମ, ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶୀୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ, ପୁଣି ସେ ଉଚ୍ଚସ୍ଥଳୀ ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ, ଆଉ ଆଶେରାମୂର୍ତ୍ତିକୁ ଦଗ୍ଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆହୁରି ବେଥେଲ୍ରେ ଯେଉଁ ଯଜ୍ଞବେଦି ଥିଲା ଓ ଇସ୍ରାଏଲକୁ ପାପ କରାଇଥିଲେ ଯେ ନବାଟର ପୁତ୍ର ଯାରବୀୟାମ, ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶୀୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ, ପୁଣି ସେ ଉଚ୍ଚସ୍ଥଳୀ ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ, ଆଉ ଆଶେରାମୂର୍ତ୍ତିକୁ ଦଗ୍ଧ କଲେ। Viz kapitola |