2 ରାଜାବଳୀ 23:16 - ପବିତ୍ର ବାଇବଲ16 ଏହା ପରେ ଯୋଶିୟ ଚତୁର୍ଦ୍ଦିଗକୁ ଗ୍ଭହିଁଲା ବେଳେ ସେଠାରେ ପର୍ବତ ଉପରେ କବରମାନ ଦେଖିଲେ। ତହୁଁ ସେ ଲୋକ ପଠାଇ ସେହି କବରମାନଙ୍କର ଅସ୍ଥି ଅଣାଇଲେ। ଆଉ ପରମେଶ୍ୱରଙ୍କ ଲୋକ ପୂର୍ବେ ଯେପରି ପ୍ରଗ୍ଭର କରିଥିଲେ, ତାଙ୍କ ପ୍ରଗ୍ଭରିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେହି ଯଜ୍ଞବେଦି ଉପରେ ସେହି ଅସ୍ଥିସବୁ ରଖିଲେ ଓ ଦଗ୍ଧ କରି ଅଶୁଚି କଲେ। ଏହି ସମୟରେ ପରମେଶ୍ୱର ଲୋକଙ୍କ ଦୃଷ୍ଟିରେ ଦେଖିଲେ ଯେ, ଯାରବିୟାମ ଯଜ୍ଞବେଦି ପାଖରେ ଛିଡ଼ା ହୋଇଛି। ତା'ପରେ ଯୋଶିୟ ପରମେଶ୍ୱରଙ୍କ ଲୋକର କବର ଦେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏଉତ୍ତାରେ ଯୋଶୀୟ ମୁଖ ଫେରାଇବା ବେଳେ ସେଠା ପର୍ବତସ୍ଥିତ କବରମାନ ଦେଖିଲେ; ତହୁଁ ସେ ଲୋକ ପଠାଇ ସେହି କବରରୁ ଅସ୍ଥି ଅଣାଇଲେ, ଆଉ ପରମେଶ୍ଵରଙ୍କର ଯେଉଁ ଲୋକ ପୂର୍ବେ ଏହିସବୁ ବିଷୟ ପ୍ରଚାର କରିଥିଲେ, ତାଙ୍କ ପ୍ରଚାରିତ ସଦାପ୍ରଭୁଙ୍କ ସେହି ବାକ୍ୟାନୁସାରେ ସେହି ଯଜ୍ଞବେଦି ଉପରେ ସେହି ଅସ୍ଥିସବୁ ଦଗ୍ଧ କରି ତାହା ଅଶୁଚି କଲେ। Viz kapitolaଓଡିଆ ବାଇବେଲ16 ଏଥିଉତ୍ତାରେ ଯୋଶୀୟ ମୁଖ ଫେରାଇବା ବେଳେ ସେଠାର ପର୍ବତସ୍ଥିତ କବରମାନ ଦେଖିଲେ। ତହୁଁ ସେ ଲୋକ ପଠାଇ ସେହି କବରରୁ ଅସ୍ଥି ଅଣାଇଲେ, ଆଉ ପରମେଶ୍ୱରଙ୍କର ଯେଉଁ ଲୋକ ପୂର୍ବେ ଏହିସବୁ ବିଷୟ ପ୍ରଚାର କରିଥିଲେ, ତାଙ୍କ ପ୍ରଚାରିତ ସଦାପ୍ରଭୁଙ୍କ ସେହି ବାକ୍ୟାନୁସାରେ ସେହି ଯଜ୍ଞବେଦି ଉପରେ ସେହି ଅସ୍ଥିସବୁ ଦଗ୍ଧ କରି ତାହା ଅଶୁଚି କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିଉତ୍ତାରେ ଯୋଶୀୟ ମୁଖ ଫେରାଇବା ବେଳେ ସେଠାର ପର୍ବତସ୍ଥିତ କବରମାନ ଦେଖିଲେ। ତହୁଁ ସେ ଲୋକ ପଠାଇ ସେହି କବରରୁ ଅସ୍ଥି ଅଣାଇଲେ, ଆଉ ପରମେଶ୍ୱରଙ୍କର ଯେଉଁ ଲୋକ ପୂର୍ବେ ଏହିସବୁ ବିଷୟ ପ୍ରଚାର କରିଥିଲେ, ତାଙ୍କ ପ୍ରଚାରିତ ସଦାପ୍ରଭୁଙ୍କ ସେହି ବାକ୍ୟାନୁସାରେ ସେହି ଯଜ୍ଞବେଦି ଉପରେ ସେହି ଅସ୍ଥିସବୁ ଦଗ୍ଧ କରି ତାହା ଅଶୁଚି କଲେ। Viz kapitola |