Online Bible

- Reklamy -




2 ରାଜାବଳୀ 23:17 - ପବିତ୍ର ବାଇବଲ

17 ଯୋଶିୟ ପଗ୍ଭରିଲେ, “ଏହି ସମାଧି ପଥର କ’ଣ, ଯାହା ମୁଁ ଦେଖୁଅଛି?” ସହରର ଲୋକମାନେ ଉତ୍ତର ଦେଲେ, “ଏହା ପରମେଶ୍ୱରଙ୍କ ଲୋକଙ୍କ କବର, ଯିଏ ଯିହୁଦାରୁ ଆସିଲେ ଓ ବୈଥେ‌ଲ୍‌ରେ ତୁମ୍ଭେ କରିଥିବା ଯଜ୍ଞବେଦିର ବଳିଦାନ ଉପରେ ପୂର୍ବରୁ କହିଥିଲେ। ସେ ଏହା ବହୁତ ସମୟ ପୂର୍ବରୁ କହିଥିଲେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ତହୁଁ ସେ ପଚାରିଲେ, ସେହି ଯେ ସ୍ତମ୍ଭ ଆମ୍ଭେ ଦେଖୁଅଛୁ, ତାହା କଅଣ? ଏଥିରେ ନଗରର ଲୋକମାନେ ଉତ୍ତର କଲେ, ପରମେଶ୍ଵରଙ୍କର ଯେଉଁ ଲୋକ ଯିହୁଦାରୁ ଆସି ଆପଣଙ୍କ କୃତ ଏହି ସକଳ ବିଷୟ ବୈଥେଲସ୍ଥ ଯଜ୍ଞବେଦି ବିରୁଦ୍ଧରେ ପ୍ରଚାର କରିଥିଲେ, ସେ ତାଙ୍କର କବର।

Viz kapitola kopírovat

ଓଡିଆ ବାଇବେଲ

17 ତହୁଁ ସେ ପଚାରିଲେ, “ସେହି ଯେ ସ୍ତମ୍ଭ ଆମ୍ଭେ ଦେଖୁଅଛୁ, ତାହା କଅଣ ?” ଏଥିରେ ନଗରର ଲୋକମାନେ ଉତ୍ତର କଲେ, “ପରମେଶ୍ୱରଙ୍କର ଯେଉଁ ଲୋକ ଯିହୁଦାରୁ ଆସି ଆପଣଙ୍କ କୃତ ଏହି ସକଳ ବିଷୟ ବେଥେଲ୍‍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ପ୍ରଚାର କରିଥିଲେ, ତାହା ତାଙ୍କର କବର।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହୁଁ ସେ ପଚାରିଲେ, “ସେହି ଯେ ସ୍ତମ୍ଭ ଆମ୍ଭେ ଦେଖୁଅଛୁ, ତାହା କଅଣ?” ଏଥିରେ ନଗରର ଲୋକମାନେ ଉତ୍ତର କଲେ, “ପରମେଶ୍ୱରଙ୍କର ଯେଉଁ ଲୋକ ଯିହୁଦାରୁ ଆସି ଆପଣଙ୍କ କୃତ ଏହି ସକଳ ବିଷୟ ବେଥେଲ୍‍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ପ୍ରଚାର କରିଥିଲେ, ତାହା ତାଙ୍କର କବର।”

Viz kapitola kopírovat




2 ରାଜାବଳୀ 23:17

Následuj nás:

Reklamy


Reklamy