2 ରାଜାବଳୀ 23:19 - ପବିତ୍ର ବାଇବଲ19 ପୁଣି ଇସ୍ରାଏଲର ରାଜାମାନେ ସଦାପ୍ରଭୁଙ୍କୁ ବିରକ୍ତି କରିବା ପାଇଁ ଶମରିୟାର ନାନା ନଗରରେ ଉଚ୍ଚସ୍ଥଳୀମାନଙ୍କରେ ମନ୍ଦିର ନିର୍ମାଣ କରିଥିଲେ ଯୋଶିୟ ସେ ସବୁ ଧ୍ୱଂସ କଲେ। ବୈଥେଲ୍ରେ ଯେପରି କରିଥିଲେ ସେଠାରେ ମଧ୍ୟ ସେହିପରି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି ଇସ୍ରାଏଲର ରାଜାମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଶମରୀୟାର ନାନା ନଗରରେ ଯେ ଯେ ଉଚ୍ଚସ୍ଥଳୀର ଗୃହ ନିର୍ମାଣ କରିଥିଲେ, ଯୋଶୀୟ ସେସବୁ ମଧ୍ୟ ଦୂର କଲେ ଓ ବୈଥେଲରେ ଯେପରି କର୍ମ କରିଥିଲେ, ସେସବୁ ପ୍ରତି ସେହିପରି କଲେ। Viz kapitolaଓଡିଆ ବାଇବେଲ19 ପୁଣି ଇସ୍ରାଏଲର ରାଜାମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଶମରୀୟାର ନାନା ନଗରରେ ଯେ ଯେ ଉଚ୍ଚସ୍ଥଳୀର ଗୃହ ନିର୍ମାଣ କରିଥିଲେ, ଯୋଶୀୟ ସେସବୁ ମଧ୍ୟ ଦୂର କଲେ ଓ ବେଥେଲ୍ରେ ଯେପରି କର୍ମ କରିଥିଲେ, ସେସବୁ ପ୍ରତି ସେହିପରି କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି ଇସ୍ରାଏଲର ରାଜାମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଶମରୀୟାର ନାନା ନଗରରେ ଯେ ଯେ ଉଚ୍ଚସ୍ଥଳୀର ଗୃହ ନିର୍ମାଣ କରିଥିଲେ, ଯୋଶୀୟ ସେସବୁ ମଧ୍ୟ ଦୂର କଲେ ଓ ବେଥେଲ୍ରେ ଯେପରି କର୍ମ କରିଥିଲେ, ସେସବୁ ପ୍ରତି ସେହିପରି କଲେ। Viz kapitola |