2 ରାଜାବଳୀ 23:2 - ପବିତ୍ର ବାଇବଲ2 ଏହା ପରେ ରାଜା ସଦାପ୍ରଭୁଙ୍କ ମନ୍ଦିରକୁ ଗମନ କଲେ। ତାଙ୍କ ସହିତ ଯିହୁଦାର ସମସ୍ତ ଲୋକ, ଯିରୁଶାଲମର ସମସ୍ତ ବାସିନ୍ଦା, ଯାଜକମାନେ, ଭବିଷ୍ୟଦ୍ବକ୍ତାମାନେ ଓ ସମସ୍ତ ବଡ଼ରୁ ଛୋଟ ଗମନ କଲେ। ତହୁଁ ସଦାପ୍ରଭୁଙ୍କ ମନ୍ଦିରରୁ ପ୍ରାପ୍ତ ବ୍ୟବସ୍ଥା ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କର କର୍ଣ୍ଣ ଗୋଚର ହେବା ପାଇଁ ଯୋଶିୟ ରାଜା ପାଠ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ତାଙ୍କ ସଙ୍ଗେ ଯିହୁଦାର ସମସ୍ତ ମନୁଷ୍ୟ ଓ ଯିରୂଶାଲମ ନିବାସୀ ସମସ୍ତେ ଓ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ସାନ ବଡ଼ ସମସ୍ତ ଲୋକ ଗମନ କଲେ; ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ। Viz kapitolaଓଡିଆ ବାଇବେଲ2 ପୁଣି ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ତାଙ୍କ ସଙ୍ଗେ ଯିହୁଦାର ସମସ୍ତ ମନୁଷ୍ୟ ଓ ଯିରୂଶାଲମ ନିବାସୀ ସମସ୍ତେ ଓ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ସାନ ବଡ଼ ସମସ୍ତ ଲୋକ ଗମନ କଲେ। ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ତାଙ୍କ ସଙ୍ଗେ ଯିହୁଦାର ସମସ୍ତ ମନୁଷ୍ୟ ଓ ଯିରୂଶାଲମ ନିବାସୀ ସମସ୍ତେ ଓ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ସାନ ବଡ଼ ସମସ୍ତ ଲୋକ ଗମନ କଲେ। ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ। Viz kapitola |