2 ରାଜାବଳୀ 23:20 - ପବିତ୍ର ବାଇବଲ20 ଯୋଶିୟ ଶମରିୟାର ଉଚ୍ଚସ୍ଥଳୀର ଯାଜକମାନଙ୍କୁ ଯଜ୍ଞବେଦିରେ ବଧ କଲେ ଓ ସେ ଉପରେ ମନୁଷ୍ୟମାନଙ୍କ ଅସ୍ଥି ଯଜ୍ଞବେଦି ଉପରେ ଦଗ୍ଧ କଲେ। ଏହିରୂପେ ସେ ସମସ୍ତ ପୂଜା ସ୍ଥାନକୁ ଅଶୁଚି କରି ଯିରୁଶାଲମକୁ ଫେରିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି ସେ ଉଚ୍ଚସ୍ଥଳୀର ଯାଜକ ସମସ୍ତଙ୍କୁ ଯଜ୍ଞବେଦିରେ ବଧ କରି ତହିଁ ଉପରେ ମନୁଷ୍ୟମାନଙ୍କ ଅସ୍ଥି ଦଗ୍ଧ କଲେ; ଏଉତ୍ତାରେ ସେ ଯିରୂଶାଲମକୁ ଫେରିଗଲେ। Viz kapitolaଓଡିଆ ବାଇବେଲ20 ପୁଣି ସେ ଉଚ୍ଚସ୍ଥଳୀର ଯାଜକ ସମସ୍ତଙ୍କୁ ଯଜ୍ଞବେଦିରେ ବଧ କରି, ତହିଁ ଉପରେ ମନୁଷ୍ୟମାନଙ୍କ ଅସ୍ଥି ଦଗ୍ଧ କଲେ; ଏଥିଉତ୍ତାରେ ସେ ଯିରୂଶାଲମକୁ ଫେରିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି ସେ ଉଚ୍ଚସ୍ଥଳୀର ଯାଜକ ସମସ୍ତଙ୍କୁ ଯଜ୍ଞବେଦିରେ ବଧ କରି, ତହିଁ ଉପରେ ମନୁଷ୍ୟମାନଙ୍କ ଅସ୍ଥି ଦଗ୍ଧ କଲେ; ଏଥିଉତ୍ତାରେ ସେ ଯିରୂଶାଲମକୁ ଫେରିଗଲେ। Viz kapitola |