2 ରାଜାବଳୀ 23:21 - ପବିତ୍ର ବାଇବଲ21 ତା'ପରେ ଯୋଶିୟ ରାଜା ସମସ୍ତ ଲୋକଙ୍କୁ ଆଦେଶ ଦେଲେ, “ଏହି ନିୟମ ପୁସ୍ତକର ଯୁକ୍ତିନୁସାରେ ତୁମ୍ଭର ପରମେଶ୍ୱର ସଦାପ୍ରଭୁଙ୍କର ସମ୍ମାନାର୍ଥେ ନିସ୍ତାରପର୍ବ ପାଳନ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆହୁରି ରାଜା ସମସ୍ତ ଲୋକଙ୍କୁ ଆଜ୍ଞା ଦେଇ କହିଲେ, ଏହି ନିୟମ-ପୁସ୍ତକରେ ଯେପରି ଲେଖାଅଛି; ତଦନୁସାରେ ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର। Viz kapitolaଓଡିଆ ବାଇବେଲ21 ଆହୁରି ରାଜା ସମସ୍ତ ଲୋକଙ୍କୁ ଆଜ୍ଞା ଦେଇ କହିଲେ, “ଏହି ନିୟମ ପୁସ୍ତକରେ ଯେପରି ଲେଖାଅଛି; ତଦନୁସାରେ ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆହୁରି ରାଜା ସମସ୍ତ ଲୋକଙ୍କୁ ଆଜ୍ଞା ଦେଇ କହିଲେ, “ଏହି ନିୟମ ପୁସ୍ତକରେ ଯେପରି ଲେଖାଅଛି; ତଦନୁସାରେ ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର।” Viz kapitola |