Online Bible

- Reklamy -




2 ରାଜାବଳୀ 23:22 - ପବିତ୍ର ବାଇବଲ

22 ପୂର୍ବଦିନଗୁଡ଼ିକରେ ଇସ୍ରାଏଲ ଓ ଯିହୁଦାର ରାଜାମାନଙ୍କର ଶାସନର ପୂର୍ବବର୍ତ୍ତୀ କାଳରେ ବିଗ୍ଭରକମାନେ ଇସ୍ରାଏଲରେ ଶାସନ କଲେ। ଏପରି ନିସ୍ତାରପର୍ବ ପାଳନ କେବେ ହୋଇ ନ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ପ୍ରକୃତରେ ଇସ୍ରାଏଲର ବିଚାରକାରୀ ବିଚାର-କର୍ତ୍ତୃଗଣର ସମୟଠାରୁ, କିଅବା ଇସ୍ରାଏଲର ରାଜାମାନଙ୍କର ଓ ଯିହୁଦାର ରାଜାମାନଙ୍କର ସମସ୍ତ ସମୟରେ ଏପ୍ରକାର ନିସ୍ତାର ପର୍ବ ପାଳନ କରାଯାଇ ନ ଥିଲା;

Viz kapitola kopírovat

ଓଡିଆ ବାଇବେଲ

22 ପ୍ରକୃତରେ ଇସ୍ରାଏଲର ବିଚାରକାରୀ ବିଚାର କର୍ତ୍ତୃଗଣର ସମୟଠାରୁ, କିଅବା ଇସ୍ରାଏଲର ରାଜାମାନଙ୍କର ଓ ଯିହୁଦାର ରାଜାମାନଙ୍କର ସମସ୍ତ ସମୟରେ ଏପ୍ରକାର ନିସ୍ତାର ପର୍ବ ପାଳନ କରାଯାଇ ନ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପ୍ରକୃତରେ ଇସ୍ରାଏଲର ବିଚାରକାରୀ ବିଚାରକର୍ତ୍ତୃଗଣର ସମୟଠାରୁ, କିଅବା ଇସ୍ରାଏଲର ରାଜାମାନଙ୍କର ଓ ଯିହୁଦାର ରାଜାମାନଙ୍କର ସମସ୍ତ ସମୟରେ ଏପ୍ରକାର ନିସ୍ତାର ପର୍ବ ପାଳନ କରାଯାଇ ନ ଥିଲା।

Viz kapitola kopírovat




2 ରାଜାବଳୀ 23:22

Následuj nás:

Reklamy


Reklamy