Online Bible

- Reklamy -




2 ରାଜାବଳୀ 23:24 - ପବିତ୍ର ବାଇବଲ

24 ଆହୁରି ଯୋଶିୟ ଯେପରି ସଦାପ୍ରଭୁଙ୍କ ମନ୍ଦିରରେ ହି‌ଲ୍‌‌‌କିୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ସେଥିପାଇଁ ଯିହୁଦାର ଓ ଯିରୁଶାଲମ ଦ୍ୱାରା ଆରାଧନା କରୁଥିବା ଯେଉଁ ସମସ୍ତ ମାଧ୍ୟମଗୁଡ଼ିକ ଗୁଣୀ, ଠାକୁର, ପୁତ୍ତଳିକା ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା ସେ ତାହା ସବୁ ଦୂର କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଆହୁରି ଯୋଶୀୟ ଯେପରି ସଦାପ୍ରଭୁଙ୍କ ଗୃହରେ ହିଲ୍‍କୀୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ଏଥିପାଇଁ ଯିହୁଦା ଦେଶରେ ଓ ଯିରୂଶାଲମରେ ଯେସବୁ ଭୂତୁଡ଼ିଆ ଓ ଗୁଣିଆ ଓ ଠାକୁର ଓ ପୁତ୍ତଳି ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା, ସେ ତାହାସବୁ ଦୂର କଲେ।

Viz kapitola kopírovat

ଓଡିଆ ବାଇବେଲ

24 ଆହୁରି ଯୋଶୀୟ ଯେପରି ସଦାପ୍ରଭୁଙ୍କ ଗୃହରେ ହିଲ୍‍କୀୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ଏଥିପାଇଁ ଯିହୁଦା ଦେଶରେ ଓ ଯିରୂଶାଲମରେ ଯେସବୁ ଭୂତୁଡ଼ିଆ, ଗୁଣିଆ, ଠାକୁର, ପୁତ୍ତଳି ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା, ସେ ତାହାସବୁ ଦୂର କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆହୁରି ଯୋଶୀୟ ଯେପରି ସଦାପ୍ରଭୁଙ୍କ ଗୃହରେ ହିଲ୍‍କୀୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ଏଥିପାଇଁ ଯିହୁଦା ଦେଶରେ ଓ ଯିରୂଶାଲମରେ ଯେସବୁ ଭୂତୁଡ଼ିଆ, ଗୁଣିଆ, ଠାକୁର, ପୁତ୍ତଳି ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା, ସେ ତାହାସବୁ ଦୂର କଲେ।

Viz kapitola kopírovat




2 ରାଜାବଳୀ 23:24

Následuj nás:

Reklamy


Reklamy