Online Bible

- Reklamy -




2 ରାଜାବଳୀ 23:25 - ପବିତ୍ର ବାଇବଲ

25 ଯୋଶିୟ ସର୍ବାନ୍ତଃକରଣରେ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ଦ୍ୱାରା ସଦାପ୍ରଭୁଙ୍କ ପ୍ରତି ଅନୁରକ୍ତ ହେଲେ। ଯୋଶିୟଙ୍କ ପରି ମୋଶାଙ୍କ ବ୍ୟବସ୍ଥା ପାଳନ କରିବାର କୌଣସି ରାଜା ନ ଥିଲେ। ଏପରି କୌଣସି ରାଜା ତାଙ୍କ ପୂର୍ବରୁ ନ ଥିଲେ ଓ ତାଙ୍କ ପରେ କେହି ସେପରି ହେଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଆଉ ତାଙ୍କ ପରି ଯେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ଦ୍ଵାରା ମୋଶାଙ୍କର ସକଳ ବ୍ୟବସ୍ଥାନୁସାରେ ସଦାପ୍ରଭୁଙ୍କ ପ୍ରତି ଫେରିଲେ, ଏପରି କୌଣସି ରାଜା ତାଙ୍କର ପୂର୍ବେ ନ ଥିଲେ, କିଅବା ତାଙ୍କ ପରି କେହି ତାଙ୍କ ଉତ୍ତାରେ ଉଦିତ ନୋହିଲେ।

Viz kapitola kopírovat

ଓଡିଆ ବାଇବେଲ

25 ଆଉ ଯୋଶୀୟଙ୍କ ପରି ଯେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ଦ୍ୱାରା ମୋଶାଙ୍କର ସକଳ ବ୍ୟବସ୍ଥାନୁସାରେ ସଦାପ୍ରଭୁଙ୍କ ପ୍ରତି ଫେରିଲେ, ଏପରି କୌଣସି ରାଜା ତାଙ୍କର ପୂର୍ବେ ନ ଥିଲେ, କିଅବା ଯୋଶୀୟଙ୍କ ପରି କେହି ତାଙ୍କ ଉତ୍ତାରେ ଉଦିତ ହେଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ଯୋଶୀୟଙ୍କ ପରି ଯେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ଦ୍ୱାରା ମୋଶାଙ୍କର ସକଳ ବ୍ୟବସ୍ଥାନୁସାରେ ସଦାପ୍ରଭୁଙ୍କ ପ୍ରତି ଫେରିଲେ, ଏପରି କୌଣସି ରାଜା ତାଙ୍କର ପୂର୍ବେ ନ ଥିଲେ, କିଅବା ଯୋଶୀୟଙ୍କ ପରି କେହି ତାଙ୍କ ଉତ୍ତାରେ ଉଦିତ ହେଲେ ନାହିଁ।

Viz kapitola kopírovat




2 ରାଜାବଳୀ 23:25

Následuj nás:

Reklamy


Reklamy