Online Bible

- Reklamy -




2 ରାଜାବଳୀ 23:26 - ପବିତ୍ର ବାଇବଲ

26 କିନ୍ତୁ ମନଃଶି ଯେଉଁସବୁ ବିରକ୍ତିଜନକ କ୍ରିୟାଦ୍ୱାରା ସଦାପ୍ରଭୁଙ୍କୁ କ୍ରୋଧାନ୍ୱିତ କରିଥିଲେ, ସେଥି ସକାଶେ ଯିହୁଦା ପ୍ରତିକୂଳରେ ତାଙ୍କର ଯେଉଁ କ୍ରୋଧ ପ୍ରଜ୍ୱଳିତ ହୋଇଥିଲା, ସଦାପ୍ରଭୁ ସେହି ପ୍ରଚଣ୍ତ ମହାକୋପରୁ ବିରତ ହେଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ତଥାପି ମନଃଶି ଯେସବୁ ବିରକ୍ତିଜନକ କ୍ରିୟା ଦ୍ଵାରା ସଦାପ୍ରଭୁଙ୍କୁ ବିରକ୍ତ କରିଥିଲେ, ତହିଁ ସକାଶୁ ଯିହୁଦା ପ୍ରତିକୂଳରେ ତାହାଙ୍କର ଯେଉଁ କ୍ରୋଧ ପ୍ରଜ୍ଵଳିତ ହୋଇଥିଲା, ସଦାପ୍ରଭୁ ଆପଣାର ସେହି ପ୍ରଚଣ୍ତ ମହାକୋପରୁ ଫେରିଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

26 ତଥାପି ମନଃଶି ଯେସବୁ ବିରକ୍ତିଜନକ କ୍ରିୟା ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିଥିଲେ, ତହିଁ ସକାଶୁ ଯିହୁଦା ପ୍ରତିକୂଳରେ ତାହାଙ୍କର ଯେଉଁ କ୍ରୋଧ ପ୍ରଜ୍ୱଳିତ ହୋଇଥିଲା, ସଦାପ୍ରଭୁ ଆପଣାର ସେହି ପ୍ରଚଣ୍ଡ ମହାକୋପରୁ ଫେରିଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତଥାପି ମନଃଶି ଯେସବୁ ବିରକ୍ତିଜନକ କ୍ରିୟା ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିଥିଲେ, ତହିଁ ସକାଶୁ ଯିହୁଦା ପ୍ରତିକୂଳରେ ତାହାଙ୍କର ଯେଉଁ କ୍ରୋଧ ପ୍ରଜ୍ୱଳିତ ହୋଇଥିଲା, ସଦାପ୍ରଭୁ ଆପଣାର ସେହି ପ୍ରଚଣ୍ଡ ମହାକୋପରୁ ଫେରିଲେ ନାହିଁ।

Viz kapitola kopírovat




2 ରାଜାବଳୀ 23:26

Následuj nás:

Reklamy


Reklamy