2 ରାଜାବଳୀ 23:28 - ପବିତ୍ର ବାଇବଲ28 ଯୋଶିୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କ୍ରିୟା ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଏହି ଯୋଶୀୟଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? Viz kapitolaଓଡିଆ ବାଇବେଲ28 ଏହି ଯୋଶୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କ’ଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏହି ଯୋଶୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? Viz kapitola |