Online Bible

- Reklamy -




2 ରାଜାବଳୀ 23:29 - ପବିତ୍ର ବାଇବଲ

29 ଯୋଶିୟଙ୍କ ରାଜତ୍ୱ କାଳରେ ମିଶରର ରାଜା ଫାରୋ-ନଖୋଶୂରୀୟ ରାଜା ବିପକ୍ଷରେ ଯୁଦ୍ଧ କରିବାକୁ ଫରାତ ନଦୀ ଆଡ଼କୁ ଯାତ୍ରା କଲେ। ଯୋଶିୟ ଫାରୋ ସହିତ ମଗିଦ୍ଦୋ ନିକଟରେ ଭେଟିବାକୁ ଗଲେ। ସେହିଠାରେ ଫାରୋ ଯୋଶିୟଙ୍କୁ ଦେଖି ବଧକଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ତାଙ୍କ ସମୟରେ ମିସ୍ରୀୟ ରାଜା ଫାରୋ-ନଖୋ ଅଶୂରୀୟ ରାଜାର ପ୍ରତିକୂଳରେ ଫରାତ୍ ନଦୀ ଆଡ଼କୁ ଯାତ୍ରା କଲା; ଆଉ ଯୋଶୀୟ ରାଜା ତାହା ପ୍ରତିକୂଳରେ ଯାତ୍ରା କଲେ; ତହିଁରେ ଫାରୋ-ନଖୋ ତାଙ୍କୁ ଦେଖି ମଗିଦ୍ଦୋ ନିକଟରେ ତାଙ୍କୁ ବଧ କଲା।

Viz kapitola kopírovat

ଓଡିଆ ବାଇବେଲ

29 ତାଙ୍କ ସମୟରେ ମିସ୍ରୀୟ ରାଜା ଫାରୋ-ନଖୋ ଅଶୂରୀୟ ରାଜାର ବିରୁଦ୍ଧରେ ଫରାତ୍‍ ନଦୀ ଆଡ଼କୁ ଯାତ୍ରା କଲା; ଆଉ ଯୋଶୀୟ ରାଜା ତାହା ବିରୁଦ୍ଧରେ ଯାତ୍ରା କଲେ ତହିଁରେ ଫାରୋ-ନଖୋ ତାଙ୍କୁ ଦେଖି ମଗିଦ୍ଦୋ ନିକଟରେ ତାଙ୍କୁ ବଧ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତାଙ୍କ ସମୟରେ ମିସରୀୟ ରାଜା ଫାରୋ-ନଖୋ ଅଶୂରୀୟ ରାଜାର ବିରୁଦ୍ଧରେ ଫରାତ୍‍ ନଦୀ ଆଡ଼କୁ ଯାତ୍ରା କଲା; ଆଉ ଯୋଶୀୟ ରାଜା ତାହା ବିରୁଦ୍ଧରେ ଯାତ୍ରା କଲେ ତହିଁରେ ଫାରୋ-ନଖୋ ତାଙ୍କୁ ଦେଖି ମଗିଦ୍ଦୋ ନିକଟରେ ତାଙ୍କୁ ବଧ କଲା।

Viz kapitola kopírovat




2 ରାଜାବଳୀ 23:29

Následuj nás:

Reklamy


Reklamy