2 ରାଜାବଳୀ 23:30 - ପବିତ୍ର ବାଇବଲ30 ଏହା ପରେ ଯୋଶିୟଙ୍କ ସେବକମାନେ ତାଙ୍କର ମୃତ ଶରୀରକୁ ଗୋଟିଏ ରଥରେ ମଗିଦ୍ଦୋରୁ ଯିରୁଶାଲମକୁ ଆଣି ତାଙ୍କ ନିଜ କବରସ୍ଥାନରେ କବର ଦେଲେ। ଏହା ପରେ ଦେଶର ଲୋକମାନେ ଯୋଶିୟଙ୍କର ପୁତ୍ର ଯିହୋୟାହସଙ୍କୁ ନେଇ ତାହାଙ୍କୁ ଅଭିଷେକ କରି ତାଙ୍କ ପିତାଙ୍କ ପଦରେ ତାଙ୍କୁ ରାଜା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଏଉତ୍ତାରେ ଯୋଶୀୟଙ୍କ ଦାସମାନେ ମଗିଦ୍ଦୋରୁ ଯିରୂଶାଲମକୁ ତାଙ୍କର ମୃତ ଶରୀର ରଥରେ ଆଣି ତାଙ୍କର ନିଜ କବରରେ କବର ଦେଲେ। ତହୁଁ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସଙ୍କୁ ନେଇ ତାଙ୍କୁ ଅଭିଷେକ କରି ତାଙ୍କ ପିତାଙ୍କ ପଦରେ ତାଙ୍କୁ ରାଜା କଲେ। Viz kapitolaଓଡିଆ ବାଇବେଲ30 ଏଥିଉତ୍ତାରେ ଯୋଶୀୟଙ୍କ ଦାସମାନେ ମଗିଦ୍ଦୋରୁ ଯିରୂଶାଲମକୁ ତାଙ୍କର ମୃତ ଶରୀର ରଥରେ ଆଣି ତାଙ୍କର ନିଜ କବରରେ କବର ଦେଲେ। ତହୁଁ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍ଙ୍କୁ ନେଇ ତାଙ୍କୁ ଅଭିଷେକ କରି ତାଙ୍କ ପିତାଙ୍କ ପଦରେ ତାଙ୍କୁ ରାଜା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଥିଉତ୍ତାରେ ଯୋଶୀୟଙ୍କ ଦାସମାନେ ମଗିଦ୍ଦୋରୁ ଯିରୂଶାଲମକୁ ତାଙ୍କର ମୃତ ଶରୀର ରଥରେ ଆଣି ତାଙ୍କର ନିଜ କବରରେ କବର ଦେଲେ। ତହୁଁ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍ଙ୍କୁ ନେଇ ତାଙ୍କୁ ଅଭିଷେକ କରି ତାଙ୍କ ପିତାଙ୍କ ପଦରେ ତାଙ୍କୁ ରାଜା କଲେ। Viz kapitola |