Online Bible

- Reklamy -




2 ରାଜାବଳୀ 23:33 - ପବିତ୍ର ବାଇବଲ

33 ଫାରୋ-ନଖୋ ଯିହୋୟାହ‌ସଙ୍କୁ ହମାତ୍ ଦେଶସ୍ଥ ରି‌ବ୍‌ଲାରେ ବନ୍ଦୀ କରି ରଖିଲେ। ତେଣୁ ସେ ଆଉ ଯିରୁଶାଲମରେ ଶାସନ କରି ପାରିଲେ ନାହିଁ। ପୁଣି ଫାରୋ-ନଖୋ ଯିହୁଦା ଦେଶ ଉପରେ 100 ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା କର ଧାର୍ଯ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ପୁଣି ସେ ଯେପରି ଯିରୂଶାଲମରେ ରାଜ୍ୟ କରି ନ ପାରିବେ, ଏଥିପାଇଁ ଫାରୋ-ନଖୋ ହମାତ୍ ଦେଶସ୍ଥ ରିବ୍ଲାରେ ତାଙ୍କୁ ବନ୍ଦ କରି ରଖିଲା ଓ ଦେଶ ଉପରେ ଏକ ଶହ ତାଳ; ରୂପା ଓ ଏକ ତାଳ; ସୁନା କର ବସାଇଲା।

Viz kapitola kopírovat

ଓଡିଆ ବାଇବେଲ

33 ପୁଣି ସେ ଯେପରି ଯିରୂଶାଲମରେ ରାଜ୍ୟ କରି ନ ପାରିବେ, ଏଥିପାଇଁ ଫାରୋ-ନଖୋ ହମାତ ଦେଶସ୍ଥ ରିବ୍‍ଲାରେ ତାଙ୍କୁ ବନ୍ଦ କରି ରଖିଲା ଓ ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା କର ବସାଇଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ପୁଣି ସେ ଯେପରି ଯିରୂଶାଲମରେ ରାଜ୍ୟ କରି ନ ପାରିବେ, ଏଥିପାଇଁ ଫାରୋ-ନଖୋ ହମାତ ଦେଶସ୍ଥ ରିବ୍ଲାରେ ତାଙ୍କୁ ବନ୍ଦ କରି ରଖିଲା ଓ ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା କର ବସାଇଲା।

Viz kapitola kopírovat




2 ରାଜାବଳୀ 23:33

Následuj nás:

Reklamy


Reklamy