2 ରାଜାବଳୀ 23:34 - ପବିତ୍ର ବାଇବଲ34 ତହୁଁ ଫାରୋ-ନଖୋ ଯୋଶିୟଙ୍କର ପୁତ୍ର ଇଲିୟାକୀମ୍ ଯିଏ ଯୋଶିୟଙ୍କର ସ୍ଥାନରେ ନୂଆ ରାଜା ପଦରେ ଘୋଷଣା କଲେ, ସେ ତାଙ୍କର ନାମ ଯିହୋଯାକୀମ୍ ରଖିଲା। କିନ୍ତୁ ଯିହୋୟାହସଙ୍କୁ ସେ ମିଶରକୁ ନେଇଗଲେ ଓ ସେହିଠାରେ ତାଙ୍କର ମୃତ୍ୟୁ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)34 ତହୁଁ ଫାରୋ-ନଖୋ ଯୋଶୀୟଙ୍କର ପୁତ୍ର ଇଲୀୟାକୀମଙ୍କୁ ତାଙ୍କର ପିତା ଯୋଶୀୟଙ୍କର ପଦରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍ ରଖିଲା; ମାତ୍ର ସେ ଯିହୋୟାହସଙ୍କୁ ନେଇ ଗଲା; ଆଉ ସେ ମିସରରେ ଉପସ୍ଥିତ ହୋଇ ସେଠାରେ ମଲେ। Viz kapitolaଓଡିଆ ବାଇବେଲ34 ତହୁଁ ଫାରୋ-ନଖୋ ଯୋଶୀୟଙ୍କର ପୁତ୍ର ଇଲିୟାକୀମ୍ଙ୍କୁ ତାଙ୍କର ପିତା ଯୋଶୀୟଙ୍କର ପଦରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍ ରଖିଲା; ମାତ୍ର ସେ ଯିହୋୟାହସ୍ଙ୍କୁ ନେଇ ଗଲା; ଆଉ ସେ ମିସରରେ ଉପସ୍ଥିତ ହୋଇ ସେଠାରେ ମଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ତହୁଁ ଫାରୋ-ନଖୋ ଯୋଶୀୟଙ୍କର ପୁତ୍ର ଇଲିୟାକୀମ୍ଙ୍କୁ ତାଙ୍କର ପିତା ଯୋଶୀୟଙ୍କର ପଦରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍ ରଖିଲା; ମାତ୍ର ସେ ଯିହୋୟାହସ୍ଙ୍କୁ ନେଇଗଲା; ଆଉ ସେ ମିସରରେ ଉପସ୍ଥିତ ହୋଇ ସେଠାରେ ମଲେ। Viz kapitola |