Online Bible

- Reklamy -




2 ରାଜାବଳୀ 23:35 - ପବିତ୍ର ବାଇବଲ

35 ଯିହୋୟାକୀମ୍ ଫାରୋକୁ ସେହିସବୁ ସୁନା ଓ ରୂପା ଦେଲେ ମାତ୍ର ଫାରୋ ଆଜ୍ଞାନୁସାରେ ସେହି ରୌପ୍ୟ ଓ ସୁବର୍ଣ୍ଣ ଦେବା ନିମିତ୍ତ ସେ ଦେଶବାସୀଙ୍କ ଉପରେ କର ବସାଇଲେ। ସେ ଫାରୋଙ୍କୁ ଦେବା ପାଇଁ ନିରୂପିତ କର ଅନୁସାରେ ଦେଶବାସୀଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ଏଉତ୍ତାରେ ଯିହୋୟାକୀମ୍ ଫାରୋକୁ ସେହି ସକଳ ରୂପା ଓ ସୁନା ଦେଲେ; ମାତ୍ର ଫାରୋର ଆଜ୍ଞାନୁସାରେ ସେହିସବୁ ଦେବା ନିମନ୍ତେ ସେ ଦେଶ ଉପରେ କର ବସାଇଲେ; ସେ ଫାରୋ-ନଖୋକୁ ଦେବା ନିମନ୍ତେ ପ୍ରତ୍ୟେକର ଉପରେ ନିରୂପିତ କର ଅନୁସାରେ ଦେଶର ଲୋକମାନଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ।

Viz kapitola kopírovat

ଓଡିଆ ବାଇବେଲ

35 ଏଥିଉତ୍ତାରେ ଯିହୋୟାକୀମ୍‍ ଫାରୋକୁ ସେହି ସକଳ ରୂପା ଓ ସୁନା ଦେଲେ; ମାତ୍ର ଫାରୋର ଆଜ୍ଞାନୁସାରେ ସେହିସବୁ ଦେବା ନିମନ୍ତେ ସେ ଦେଶ ଉପରେ କର ବସାଇଲେ। ସେ ଫାରୋ-ନଖୋକୁ ଦେବା ନିମନ୍ତେ ପ୍ରତ୍ୟେକର ଉପରେ ନିରୂପିତ କର ଅନୁସାରେ ଦେଶର ଲୋକମାନଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଏଥିଉତ୍ତାରେ ଯିହୋୟାକୀମ୍‍ ଫାରୋକୁ ସେହି ସକଳ ରୂପା ଓ ସୁନା ଦେଲେ; ମାତ୍ର ଫାରୋର ଆଜ୍ଞାନୁସାରେ ସେହି ସବୁ ଦେବା ନିମନ୍ତେ ସେ ଦେଶ ଉପରେ କର ବସାଇଲେ। ସେ ଫାରୋ-ନଖୋକୁ ଦେବା ନିମନ୍ତେ ପ୍ରତ୍ୟେକର ଉପରେ ନିରୂପିତ କର ଅନୁସାରେ ଦେଶର ଲୋକମାନଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ।

Viz kapitola kopírovat




2 ରାଜାବଳୀ 23:35

Následuj nás:

Reklamy


Reklamy